Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 10

ପ୍ରେରିତ 10:22

Help us?
Click on verse(s) to share them!
22ସେମାନେ କହିଲେ, କର୍ଣ୍ଣିଲୀୟ ନାମକ ଜଣେ ଶତସେନାପତି, ଯେ ଧାର୍ମିକ ବ୍ୟକ୍ତି ଓ ଈଶ୍ୱରଙ୍କୁ ଭୟ କରନ୍ତି, ପୁଣି, ସମସ୍ତ ଯିହୂଦୀ ଜାତିଙ୍କ ନିକଟରେ ସୁଖ୍ୟାତି ପ୍ରାପ୍ତ, ସେ ନିଜ ଗୃହକୁ ଆପଣଙ୍କୁ ଡକାଇପଠାଇ ଆପଣଙ୍କଠାରୁ କଥା ଶୁଣିବା ନିମନ୍ତେ ପବିତ୍ର ଦୂତଙ୍କ ଦ୍ୱାରା ପ୍ରତ୍ୟାଦେଶ ପାଇଅଛନ୍ତି ।

Read ପ୍ରେରିତ 10ପ୍ରେରିତ 10
Compare ପ୍ରେରିତ 10:22ପ୍ରେରିତ 10:22