Text copied!
Bibles in Odia

ପ୍ରେରିତ 10:22 in Odia

Help us?

ପ୍ରେରିତ 10:22 in ଓଡିଆ ବାଇବେଲ

22 ସେମାନେ କହିଲେ, କର୍ଣ୍ଣିଲୀୟ ନାମକ ଜଣେ ଶତସେନାପତି, ଯେ ଧାର୍ମିକ ବ୍ୟକ୍ତି ଓ ଈଶ୍ୱରଙ୍କୁ ଭୟ କରନ୍ତି, ପୁଣି, ସମସ୍ତ ଯିହୂଦୀ ଜାତିଙ୍କ ନିକଟରେ ସୁଖ୍ୟାତି ପ୍ରାପ୍ତ, ସେ ନିଜ ଗୃହକୁ ଆପଣଙ୍କୁ ଡକାଇପଠାଇ ଆପଣଙ୍କଠାରୁ କଥା ଶୁଣିବା ନିମନ୍ତେ ପବିତ୍ର ଦୂତଙ୍କ ଦ୍ୱାରା ପ୍ରତ୍ୟାଦେଶ ପାଇଅଛନ୍ତି ।
ପ୍ରେରିତ 10 in ଓଡିଆ ବାଇବେଲ