Text copied!
Bibles in Odia

ପ୍ରେରିତ 11:1-3 in Odia

Help us?

ପ୍ରେରିତ 11:1-3 in ଓଡିଆ ବାଇବେଲ

1 ଅଣଯିହୂଦୀମାନେ ମଧ୍ୟ ଯେ ଈଶ୍ୱରଙ୍କ ବାକ୍ୟ ଗ୍ରହଣ କରିଅଛନ୍ତି, ଏହା ପ୍ରେରିତମାନେ ଓ ଯିହୂଦା ପ୍ରଦେଶରେ ଥିବା ଭାଇମାନେ ଶୁଣିଲେ ।
2 ଆଉ, ଯେତେବେଳେ ପିତର ଯିରୂଶାଲମକୁ ଆସିଲେ, ସେତେବେଳେ ସୁନ୍ନତି ଶିଷ୍ୟମାନେ ତାହାଙ୍କ ସହିତ ବିବାଦ କରି କହିଲେ,
3 ତୁମ୍ଭେ ଅସୁନ୍ନତି ଲୋକମାନଙ୍କ ଗୃହରେ ପ୍ରବେଶ କରି ସେମାନଙ୍କ ସହିତ ଭୋଜନ କରିଅଛ ।
ପ୍ରେରିତ 11 in ଓଡିଆ ବାଇବେଲ