Text copied!
Bibles in Odia

ପ୍ରେରିତ 11:9-11 in Odia

Help us?

ପ୍ରେରିତ 11:9-11 in ଓଡିଆ ବାଇବେଲ

9 କିନ୍ତୁ ଦ୍ୱିତୀୟ ଥର ଆକାଶରୁ ଗୋଟିଏ ସ୍ୱର ଉତ୍ତର ଦେଲା, ଈଶ୍ୱର ଯାହା ଶୁଚି କରିଅଛନ୍ତି, ତୁମ୍ଭେ ତାହା ଅଶୁଚି ବୋଲି ନ କୁହ ।
10 ଏହି ପ୍ରକାରେ ତିନି ଥର ହେଲା, ପରେ ସମସ୍ତ ପୁନର୍ବାର ଆକାଶକୁ ନିଆଗଲା ।
11 ପୁଣି, ଦେଖନ୍ତୁ, ସେହିକ୍ଷଣି ତିନି ଜଣ ଲୋକ, ଆମ୍ଭେମାନେ ଯେଉଁ ଗୃହରେ ଥିଲୁ, ସେଥିର ସମ୍ମୁଖରେ ଆସି ଠିଆ ହେଲେ, ସେମାନେ କାଇସରିୟାରୁ ମୋ ନିକଟକୁ ପ୍ରେରିତ ହୋଇଥିଲେ ।
ପ୍ରେରିତ 11 in ଓଡିଆ ବାଇବେଲ