Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 12

ପ୍ରେରିତ 12:10

Help us?
Click on verse(s) to share them!
10ଯେତେବେଳେ ସେମାନେ ପ୍ରଥମ ଓ ଦ୍ୱିତୀୟ ପ୍ରହରୀଦଳ ଅତିକ୍ରମ କରି, ଯେଉଁ ଲୌହଦ୍ୱାର ଦେଇ ନଗରକୁ ଯିବାକୁ ହୁଏ, ତାହା ନିକଟକୁ ଆସିଲେ, ସେତେବେଳେ ସେହି ଦ୍ୱାର ଆପଣା ମନକୁ ସେମାନଙ୍କ ନିମନ୍ତେ ମେଲା ହୋଇଗଲା, ଆଉ ସେମାନେ ବାହାରିଯାଇ ଗୋଟିଏ ଦାଣ୍ଡର ଶେଷ ମୁଣ୍ଡ ଯାଏ ଗଲେ, ପୁଣି, ସେହିକ୍ଷଣି ସେହି ଦୂତ ତାହାଙ୍କଠାରୁ ଅଦୃଶ୍ୟ ହୋଇଗଲେ ।

Read ପ୍ରେରିତ 12ପ୍ରେରିତ 12
Compare ପ୍ରେରିତ 12:10ପ୍ରେରିତ 12:10