Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 12

ପ୍ରେରିତ 12:11-13

Help us?
Click on verse(s) to share them!
11ସେତେବେଳେ ପିତର ସଚେତନ ହୋଇ କହିଲେ, ପ୍ରଭୁ ଯେ ଆପଣା ଦୂତଙ୍କୁ ପଠାଇ ହେରୋଦଙ୍କ ହସ୍ତରୁ ଓ ଯିହୂଦୀ ଲୋକମାନଙ୍କ ସମସ୍ତ ଆକାଂକ୍ଷାରୁ ମୋତେ ଉଦ୍ଧାର କରିଅଛନ୍ତି, ଏହା ମୁଁ ଏବେ ନିଶ୍ଚୟ ଜାଣିଲି ।
12ସେ ଏହି କଥା ଆଲୋଚନା କରି ମାର୍କ ଉପନାମପ୍ରାପ୍ତ ଯୋହନଙ୍କ ମାତା ମରିୟମଙ୍କ ଗୃହକୁ ଆସିଲେ; ସେହି ସ୍ଥାନରେ ଅନେକେ ଏକତ୍ରିତ ହୋଇ ପ୍ରାର୍ଥନା କରୁଥିଲେ ।
13ସେ ବାହାର ଦ୍ୱାରରେ ଆଘାତ କରନ୍ତେ ରୋଦା ନାମକ ଜଣେ ଦାସୀ କିଏ ବୋଲି ପଚାରିବାକୁ ଗଲା ।

Read ପ୍ରେରିତ 12ପ୍ରେରିତ 12
Compare ପ୍ରେରିତ 12:11-13ପ୍ରେରିତ 12:11-13