Text copied!
Bibles in Odia

ପ୍ରେରିତ 12:11-13 in Odia

Help us?

ପ୍ରେରିତ 12:11-13 in ଓଡିଆ ବାଇବେଲ

11 ସେତେବେଳେ ପିତର ସଚେତନ ହୋଇ କହିଲେ, ପ୍ରଭୁ ଯେ ଆପଣା ଦୂତଙ୍କୁ ପଠାଇ ହେରୋଦଙ୍କ ହସ୍ତରୁ ଓ ଯିହୂଦୀ ଲୋକମାନଙ୍କ ସମସ୍ତ ଆକାଂକ୍ଷାରୁ ମୋତେ ଉଦ୍ଧାର କରିଅଛନ୍ତି, ଏହା ମୁଁ ଏବେ ନିଶ୍ଚୟ ଜାଣିଲି ।
12 ସେ ଏହି କଥା ଆଲୋଚନା କରି ମାର୍କ ଉପନାମପ୍ରାପ୍ତ ଯୋହନଙ୍କ ମାତା ମରିୟମଙ୍କ ଗୃହକୁ ଆସିଲେ; ସେହି ସ୍ଥାନରେ ଅନେକେ ଏକତ୍ରିତ ହୋଇ ପ୍ରାର୍ଥନା କରୁଥିଲେ ।
13 ସେ ବାହାର ଦ୍ୱାରରେ ଆଘାତ କରନ୍ତେ ରୋଦା ନାମକ ଜଣେ ଦାସୀ କିଏ ବୋଲି ପଚାରିବାକୁ ଗଲା ।
ପ୍ରେରିତ 12 in ଓଡିଆ ବାଇବେଲ