Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 12

ପ୍ରେରିତ 12:12-14

Help us?
Click on verse(s) to share them!
12ସେ ଏହି କଥା ଆଲୋଚନା କରି ମାର୍କ ଉପନାମପ୍ରାପ୍ତ ଯୋହନଙ୍କ ମାତା ମରିୟମଙ୍କ ଗୃହକୁ ଆସିଲେ; ସେହି ସ୍ଥାନରେ ଅନେକେ ଏକତ୍ରିତ ହୋଇ ପ୍ରାର୍ଥନା କରୁଥିଲେ ।
13ସେ ବାହାର ଦ୍ୱାରରେ ଆଘାତ କରନ୍ତେ ରୋଦା ନାମକ ଜଣେ ଦାସୀ କିଏ ବୋଲି ପଚାରିବାକୁ ଗଲା ।
14ସେ ପିତରଙ୍କର ସ୍ୱର ବାରି ଆନନ୍ଦ ସକାଶେ ଦ୍ୱାର ନ ଫିଟାଇ ଭିତରକୁ ଦୌଡ଼ିଯାଇ, ଦ୍ୱାର ପାଖରେ ପିତର ଠିଆ ହୋଇଅଛନ୍ତି ବୋଲି କହିଲା ।

Read ପ୍ରେରିତ 12ପ୍ରେରିତ 12
Compare ପ୍ରେରିତ 12:12-14ପ୍ରେରିତ 12:12-14