Text copied!
Bibles in Odia

ପ୍ରେରିତ 12:12-14 in Odia

Help us?

ପ୍ରେରିତ 12:12-14 in ଓଡିଆ ବାଇବେଲ

12 ସେ ଏହି କଥା ଆଲୋଚନା କରି ମାର୍କ ଉପନାମପ୍ରାପ୍ତ ଯୋହନଙ୍କ ମାତା ମରିୟମଙ୍କ ଗୃହକୁ ଆସିଲେ; ସେହି ସ୍ଥାନରେ ଅନେକେ ଏକତ୍ରିତ ହୋଇ ପ୍ରାର୍ଥନା କରୁଥିଲେ ।
13 ସେ ବାହାର ଦ୍ୱାରରେ ଆଘାତ କରନ୍ତେ ରୋଦା ନାମକ ଜଣେ ଦାସୀ କିଏ ବୋଲି ପଚାରିବାକୁ ଗଲା ।
14 ସେ ପିତରଙ୍କର ସ୍ୱର ବାରି ଆନନ୍ଦ ସକାଶେ ଦ୍ୱାର ନ ଫିଟାଇ ଭିତରକୁ ଦୌଡ଼ିଯାଇ, ଦ୍ୱାର ପାଖରେ ପିତର ଠିଆ ହୋଇଅଛନ୍ତି ବୋଲି କହିଲା ।
ପ୍ରେରିତ 12 in ଓଡିଆ ବାଇବେଲ