Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 12

ପ୍ରେରିତ 12:18-19

Help us?
Click on verse(s) to share them!
18ସକାଳ ହେବା ପରେ ପିତର କୁଆଡ଼େ ଗଲେ ବୋଲି ସୈନ୍ୟମାନଙ୍କ ମଧ୍ୟରେ ବଡ଼ ଚହଳ ପଡ଼ିଗଲା ।
19ଆଉ ହେରୋଦ ତାହାଙ୍କୁ ଖୋଜି ନ ପାଇବାରୁ ପ୍ରହରୀମାନଙ୍କୁ ପ୍ରଶ୍ନ କଲା ଉତ୍ତାରେ ସେମାନଙ୍କୁ ବଧ କରିବା ପାଇଁ ଆଜ୍ଞା ଦେଲେ । ପରେ ସେ ଯିହୂଦା ପ୍ରଦେଶରୁ କାଇସରିୟାକୁ ଯାଇ ସେଠାରେ ରହିଲେ ।

Read ପ୍ରେରିତ 12ପ୍ରେରିତ 12
Compare ପ୍ରେରିତ 12:18-19ପ୍ରେରିତ 12:18-19