Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 12

ପ୍ରେରିତ 12:22-25

Help us?
Click on verse(s) to share them!
22ସେଥିରେ ଲୋକମାନେ ପାଟି କରି କହିବାକୁ ଲାଗିଲେ, ଏ ତ ଦେବତାଙ୍କ ସ୍ୱର ମନୁଷ୍ୟର ସ୍ୱର ନୁହେଁ ।
23ତତ୍‌କ୍ଷଣାତ୍ ପ୍ରଭୁଙ୍କର ଜଣେ ଦୂତ ତାଙ୍କୁ ଆଘାତ କଲେ, କାରଣ ସେ ଈଶ୍ୱରଙ୍କୁ ଗୌରବ ଦେଲେ ନାହିଁ, ଆଉ ତାଙ୍କୁ ପୋକ ଖାଇବା ଦ୍ୱାରା ସେ ମଲେ ।
24କିନ୍ତୁ ଈଶ୍ୱରଙ୍କ ବାକ୍ୟ ବୃଦ୍ଧି ପାଇ ଅଧିକ ବ୍ୟାପିବାକୁ ଲାଗିଲା ।
25ପରେ ବର୍ଣ୍ଣବ୍ବା ଓ ଶାଉଲ ଆପଣାମାନଙ୍କର ସେବାକାର୍ଯ୍ୟ ସମାପ୍ତ କରି ମାର୍କ ଉପନାମପ୍ରାପ୍ତ ଯୋହନଙ୍କୁ ସାଙ୍ଗରେ ଘେନି ଯିରୂଶାଲମରୁ ବାହୁଡ଼ିଗଲେ ।

Read ପ୍ରେରିତ 12ପ୍ରେରିତ 12
Compare ପ୍ରେରିତ 12:22-25ପ୍ରେରିତ 12:22-25