Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 13

ପ୍ରେରିତ 13:1-3

Help us?
Click on verse(s) to share them!
1ସେତେବେଳେ ଆନ୍ତିୟଖିଆସ୍ଥିତ ମଣ୍ଡଳୀରେ ବର୍ଣ୍ଣବ୍ବା, ଶିମିୟୋନ, ଯାହାଙ୍କୁ ନିଗର ବୋଲି କହନ୍ତି, କୂରୀଣୀୟ ଲୂକୀୟ, ସାମନ୍ତରାଜା ହେରୋଦଙ୍କ ସହପାଳିତ ମନହେମ୍ ଓ ଶାଉଲ, ଏହିପରି ଭାବବାଦୀ ଓ ଶିକ୍ଷକମାନେ ଥିଲେ ।
2ସେମାନେ ପ୍ରଭୁଙ୍କ ସେବା ଓ ଉପବାସ କରୁଥିବା ସମୟରେ ପବିତ୍ର ଆତ୍ମା କହିଲେ, ଯେଉଁ କର୍ମ ନିମନ୍ତେ ଆମ୍ଭେ ବର୍ଣ୍ଣବ୍ବା ଓ ଶାଉଲକୁ ଆହ୍ୱାନ କରିଅଛୁ, ସେଥିପାଇଁ ସେମାନଙ୍କୁ ପୃଥକ୍ କର ।
3ସେଥିରେ ସେମାନେ ଉପବାସ ଓ ପ୍ରାର୍ଥନା କଲା ଉତ୍ତାରେ ସେମାନଙ୍କ ଉପରେ ହସ୍ତାର୍ପଣ କରି ସେମାନଙ୍କୁ ବିଦାୟ ଦେଲେ ।

Read ପ୍ରେରିତ 13ପ୍ରେରିତ 13
Compare ପ୍ରେରିତ 13:1-3ପ୍ରେରିତ 13:1-3