Text copied!
Bibles in Odia

ପ୍ରେରିତ 13:1-3 in Odia

Help us?

ପ୍ରେରିତ 13:1-3 in ଓଡିଆ ବାଇବେଲ

1 ସେତେବେଳେ ଆନ୍ତିୟଖିଆସ୍ଥିତ ମଣ୍ଡଳୀରେ ବର୍ଣ୍ଣବ୍ବା, ଶିମିୟୋନ, ଯାହାଙ୍କୁ ନିଗର ବୋଲି କହନ୍ତି, କୂରୀଣୀୟ ଲୂକୀୟ, ସାମନ୍ତରାଜା ହେରୋଦଙ୍କ ସହପାଳିତ ମନହେମ୍ ଓ ଶାଉଲ, ଏହିପରି ଭାବବାଦୀ ଓ ଶିକ୍ଷକମାନେ ଥିଲେ ।
2 ସେମାନେ ପ୍ରଭୁଙ୍କ ସେବା ଓ ଉପବାସ କରୁଥିବା ସମୟରେ ପବିତ୍ର ଆତ୍ମା କହିଲେ, ଯେଉଁ କର୍ମ ନିମନ୍ତେ ଆମ୍ଭେ ବର୍ଣ୍ଣବ୍ବା ଓ ଶାଉଲକୁ ଆହ୍ୱାନ କରିଅଛୁ, ସେଥିପାଇଁ ସେମାନଙ୍କୁ ପୃଥକ୍ କର ।
3 ସେଥିରେ ସେମାନେ ଉପବାସ ଓ ପ୍ରାର୍ଥନା କଲା ଉତ୍ତାରେ ସେମାନଙ୍କ ଉପରେ ହସ୍ତାର୍ପଣ କରି ସେମାନଙ୍କୁ ବିଦାୟ ଦେଲେ ।
ପ୍ରେରିତ 13 in ଓଡିଆ ବାଇବେଲ