Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 13

ପ୍ରେରିତ 13:16-18

Help us?
Click on verse(s) to share them!
16ସେଥିରେ ପାଉଲ ଠିଆ ହୋଇ ହସ୍ତରେ ସଙ୍କେତ କରି କହିବାକୁ ଲାଗିଲେ, ହେ ଇସ୍ରାଏଲୀୟ ଲୋକମାନେ ଓ ଈଶ୍ୱର ଭୟକାରୀମାନେ, ଶ୍ରବଣ କରନ୍ତୁ ।
17ଏହି ଇସ୍ରାଏଲ ଜାତିର ଈଶ୍ୱର ଆମ୍ଭମାନଙ୍କ ପିତୃପୁରୁଷମାନଙ୍କୁ ମନୋନୀତ କଲେ, ଆଉ ସେମାନେ ମିସର ଦେଶରେ ପ୍ରବାସ କରୁଥିବା ସମୟରେ ସେମାନଙ୍କୁ ଉନ୍ନତ କଲେ, ପୁଣି, ପରାକ୍ରମୀ ବାହୁ ଦ୍ୱାରା ସେଠାରୁ ସେମାନଙ୍କୁ କଢ଼ାଇ ଆଣିଲେ ।
18ପରେ ପ୍ରାୟ ଚାଳିଶ ବର୍ଷ ପର୍ଯ୍ୟନ୍ତ ପ୍ରାନ୍ତରରେ ସେ ସେମାନଙ୍କ ବ୍ୟବହାର ସହ୍ୟ କଲେ,

Read ପ୍ରେରିତ 13ପ୍ରେରିତ 13
Compare ପ୍ରେରିତ 13:16-18ପ୍ରେରିତ 13:16-18