Text copied!
Bibles in Odia

ପ୍ରେରିତ 13:18-21 in Odia

Help us?

ପ୍ରେରିତ 13:18-21 in ଓଡିଆ ବାଇବେଲ

18 ପରେ ପ୍ରାୟ ଚାଳିଶ ବର୍ଷ ପର୍ଯ୍ୟନ୍ତ ପ୍ରାନ୍ତରରେ ସେ ସେମାନଙ୍କ ବ୍ୟବହାର ସହ୍ୟ କଲେ,
19 ପୁଣି, କିଣାନ ଦେଶରେ ସାତଗୋଟି ଜାତିକୁ ବିନାଶ କରି ପ୍ରାୟ ଚାରିଶ ପଚାଶ ବର୍ଷ ପର୍ଯ୍ୟନ୍ତ ସେମାନଙ୍କୁ ସେମାନଙ୍କ ଦେଶ ଅଧିକାରସ୍ୱରୂପେ ଦେଲେ ।
20 ଏଥିଉତ୍ତାରେ ଭାବବାଦୀ ଶାମୁଏଲଙ୍କ ପର୍ଯ୍ୟନ୍ତ ବିଚାରକର୍ତ୍ତାମାନଙ୍କୁ ନିଯୁକ୍ତ କଲେ ।
21 ତତ୍ପରେ ସେମାନେ ଜଣେ ରାଜା ପାଇବା ନିମନ୍ତେ ପ୍ରାର୍ଥନା କଲେ, ଆଉ ଈଶ୍ୱର ଚାଳିଶ ବର୍ଷ ପର୍ଯ୍ୟନ୍ତ ବିନ୍ୟାମୀନ ଗୋଷ୍ଠୀର କୀଶଙ୍କ ପୁତ୍ର ଶାଉଲଙ୍କୁ ସେମାନଙ୍କୁ ଦେଲେ ।
ପ୍ରେରିତ 13 in ଓଡିଆ ବାଇବେଲ