Text copied!
Bibles in Odia

ପ୍ରେରିତ 13:2-4 in Odia

Help us?

ପ୍ରେରିତ 13:2-4 in ଓଡିଆ ବାଇବେଲ

2 ସେମାନେ ପ୍ରଭୁଙ୍କ ସେବା ଓ ଉପବାସ କରୁଥିବା ସମୟରେ ପବିତ୍ର ଆତ୍ମା କହିଲେ, ଯେଉଁ କର୍ମ ନିମନ୍ତେ ଆମ୍ଭେ ବର୍ଣ୍ଣବ୍ବା ଓ ଶାଉଲକୁ ଆହ୍ୱାନ କରିଅଛୁ, ସେଥିପାଇଁ ସେମାନଙ୍କୁ ପୃଥକ୍ କର ।
3 ସେଥିରେ ସେମାନେ ଉପବାସ ଓ ପ୍ରାର୍ଥନା କଲା ଉତ୍ତାରେ ସେମାନଙ୍କ ଉପରେ ହସ୍ତାର୍ପଣ କରି ସେମାନଙ୍କୁ ବିଦାୟ ଦେଲେ ।
4 ଏହି ପ୍ରକାରେ ସେମାନେ ପବିତ୍ର ଆତ୍ମାଙ୍କ ଦ୍ୱାରା ପ୍ରେରିତ ହୋଇ ସେଲୂକିଆକୁ ଗଲେ; ସେଠାରୁ ସେମାନେ ଜାହାଜରେ ଚଢ଼ି କୁପ୍ରକୁ ଗଲେ ।
ପ୍ରେରିତ 13 in ଓଡିଆ ବାଇବେଲ