Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 13

ପ୍ରେରିତ 13:21-22

Help us?
Click on verse(s) to share them!
21ତତ୍ପରେ ସେମାନେ ଜଣେ ରାଜା ପାଇବା ନିମନ୍ତେ ପ୍ରାର୍ଥନା କଲେ, ଆଉ ଈଶ୍ୱର ଚାଳିଶ ବର୍ଷ ପର୍ଯ୍ୟନ୍ତ ବିନ୍ୟାମୀନ ଗୋଷ୍ଠୀର କୀଶଙ୍କ ପୁତ୍ର ଶାଉଲଙ୍କୁ ସେମାନଙ୍କୁ ଦେଲେ ।
22ପରେ ସେ ତାହାଙ୍କୁ ପଦଚ୍ୟୁତ କରି ସେମାନଙ୍କର ରାଜା ହେବା ନିମନ୍ତେ ଦାଉଦଙ୍କୁ ଉତ୍ଥାପନ କଲେ; ସେ ମଧ୍ୟ ତାହାଙ୍କ ବିଷୟରେ ସାକ୍ଷ୍ୟ ଦେଇ କହିଲେ, ଆମ୍ଭେ ଯିଶୀର ପୁତ୍ର ଦାଉଦକୁ ପାଇଅଛୁ, ସେ ଆମ୍ଭର ମନର ମତ ବ୍ୟକ୍ତି, ସେ ସମସ୍ତ ବିଷୟରେ ଆମ୍ଭର ଇଚ୍ଛା ପାଳନ କରିବେ ।

Read ପ୍ରେରିତ 13ପ୍ରେରିତ 13
Compare ପ୍ରେରିତ 13:21-22ପ୍ରେରିତ 13:21-22