Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 13

ପ୍ରେରିତ 13:26-27

Help us?
Click on verse(s) to share them!
26ହେ ଭାଇମାନେ, ଅବ୍ରହାମଙ୍କ ବଂଶର ସନ୍ତାନସନ୍ତତି ଓ ଆପଣମାନଙ୍କ ମଧ୍ୟରୁ ଈଶ୍ୱର ଭୟକାରୀମାନେ, ଆମ୍ଭମାନଙ୍କ ନିକଟକୁ ଏହି ପରିତ୍ରାଣର ବାକ୍ୟ ପ୍ରେରିତ ହୋଇଅଛି ।
27କାରଣ ଯିରୂଶାଲମ ନିବାସୀମାନେ ଆଉ ସେମାନଙ୍କର ଅଧ୍ୟକ୍ଷଗଣ ତାହାଙ୍କୁ ପୁଣି, ପ୍ରତି ବିଶ୍ରାମବାରରେ ପାଠ କରାଯାଉଥିବା ଭାବବାଦୀମାନଙ୍କର ବାକ୍ୟସବୁକୁ ନ ଜାଣିବାରୁ ତାହାଙ୍କୁ ଦୋଷୀ କରି ସେ ସମସ୍ତ ସଫଳ କଲେ,

Read ପ୍ରେରିତ 13ପ୍ରେରିତ 13
Compare ପ୍ରେରିତ 13:26-27ପ୍ରେରିତ 13:26-27