Text copied!
Bibles in Odia

ପ୍ରେରିତ 13:26-27 in Odia

Help us?

ପ୍ରେରିତ 13:26-27 in ଓଡିଆ ବାଇବେଲ

26 ହେ ଭାଇମାନେ, ଅବ୍ରହାମଙ୍କ ବଂଶର ସନ୍ତାନସନ୍ତତି ଓ ଆପଣମାନଙ୍କ ମଧ୍ୟରୁ ଈଶ୍ୱର ଭୟକାରୀମାନେ, ଆମ୍ଭମାନଙ୍କ ନିକଟକୁ ଏହି ପରିତ୍ରାଣର ବାକ୍ୟ ପ୍ରେରିତ ହୋଇଅଛି ।
27 କାରଣ ଯିରୂଶାଲମ ନିବାସୀମାନେ ଆଉ ସେମାନଙ୍କର ଅଧ୍ୟକ୍ଷଗଣ ତାହାଙ୍କୁ ପୁଣି, ପ୍ରତି ବିଶ୍ରାମବାରରେ ପାଠ କରାଯାଉଥିବା ଭାବବାଦୀମାନଙ୍କର ବାକ୍ୟସବୁକୁ ନ ଜାଣିବାରୁ ତାହାଙ୍କୁ ଦୋଷୀ କରି ସେ ସମସ୍ତ ସଫଳ କଲେ,
ପ୍ରେରିତ 13 in ଓଡିଆ ବାଇବେଲ