Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 13

ପ୍ରେରିତ 13:4-7

Help us?
Click on verse(s) to share them!
4ଏହି ପ୍ରକାରେ ସେମାନେ ପବିତ୍ର ଆତ୍ମାଙ୍କ ଦ୍ୱାରା ପ୍ରେରିତ ହୋଇ ସେଲୂକିଆକୁ ଗଲେ; ସେଠାରୁ ସେମାନେ ଜାହାଜରେ ଚଢ଼ି କୁପ୍ରକୁ ଗଲେ ।
5ସେମାନେ ସାଲାମିରେ ପହଞ୍ଚିଲା ଉତ୍ତାରେ ଯିହୂଦୀମାନଙ୍କ ସମସ୍ତ ସମାଜଗୃହରେ ଈଶ୍ୱରଙ୍କ ବାକ୍ୟ ପ୍ରଚାର କରିବାକୁ ଲାଗିଲେ; ଆଉ ଯୋହନ ମଧ୍ୟ ପରିଚାରକସ୍ୱରୂପେ ସେମାନଙ୍କ ସହିତ ଥିଲେ ।
6ପୁଣି, ସେମାନେ ସମସ୍ତ ଦ୍ୱୀପ ପରିଭ୍ରମଣ କରି ପାଫକୁ ଆସି ଜଣେ ମାୟାବୀ ଭଣ୍ଡ ଭାବବାଦୀକୁ ଦେଖିଲେ; ସେ ଜଣେ ଯିହୂଦୀ, ଆଉ ତାହାର ନାମ ବର୍ଯୀଶୁ ।
7ସେ ଶାସନକର୍ତ୍ତା ସେର୍ଗିୟ ପାଉଲଙ୍କ ସାଙ୍ଗରେ ଥିଲା, ସେହି ଶାସନକର୍ତ୍ତା ଜଣେ ବୁଦ୍ଧିମାନ ବ୍ୟକ୍ତି । ସେ ବର୍ଣ୍ଣବ୍ବା ଓ ଶାଉଲଙ୍କୁ ଆପଣା ନିକଟକୁ ଡାକି ଈଶ୍ୱରଙ୍କ ବାକ୍ୟ ଶୁଣିବାକୁ ଇଚ୍ଛା କଲେ ।

Read ପ୍ରେରିତ 13ପ୍ରେରିତ 13
Compare ପ୍ରେରିତ 13:4-7ପ୍ରେରିତ 13:4-7