Text copied!
Bibles in Odia

ପ୍ରେରିତ 13:4-7 in Odia

Help us?

ପ୍ରେରିତ 13:4-7 in ଓଡିଆ ବାଇବେଲ

4 ଏହି ପ୍ରକାରେ ସେମାନେ ପବିତ୍ର ଆତ୍ମାଙ୍କ ଦ୍ୱାରା ପ୍ରେରିତ ହୋଇ ସେଲୂକିଆକୁ ଗଲେ; ସେଠାରୁ ସେମାନେ ଜାହାଜରେ ଚଢ଼ି କୁପ୍ରକୁ ଗଲେ ।
5 ସେମାନେ ସାଲାମିରେ ପହଞ୍ଚିଲା ଉତ୍ତାରେ ଯିହୂଦୀମାନଙ୍କ ସମସ୍ତ ସମାଜଗୃହରେ ଈଶ୍ୱରଙ୍କ ବାକ୍ୟ ପ୍ରଚାର କରିବାକୁ ଲାଗିଲେ; ଆଉ ଯୋହନ ମଧ୍ୟ ପରିଚାରକସ୍ୱରୂପେ ସେମାନଙ୍କ ସହିତ ଥିଲେ ।
6 ପୁଣି, ସେମାନେ ସମସ୍ତ ଦ୍ୱୀପ ପରିଭ୍ରମଣ କରି ପାଫକୁ ଆସି ଜଣେ ମାୟାବୀ ଭଣ୍ଡ ଭାବବାଦୀକୁ ଦେଖିଲେ; ସେ ଜଣେ ଯିହୂଦୀ, ଆଉ ତାହାର ନାମ ବର୍ଯୀଶୁ ।
7 ସେ ଶାସନକର୍ତ୍ତା ସେର୍ଗିୟ ପାଉଲଙ୍କ ସାଙ୍ଗରେ ଥିଲା, ସେହି ଶାସନକର୍ତ୍ତା ଜଣେ ବୁଦ୍ଧିମାନ ବ୍ୟକ୍ତି । ସେ ବର୍ଣ୍ଣବ୍ବା ଓ ଶାଉଲଙ୍କୁ ଆପଣା ନିକଟକୁ ଡାକି ଈଶ୍ୱରଙ୍କ ବାକ୍ୟ ଶୁଣିବାକୁ ଇଚ୍ଛା କଲେ ।
ପ୍ରେରିତ 13 in ଓଡିଆ ବାଇବେଲ