Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 13

ପ୍ରେରିତ 13:43-44

Help us?
Click on verse(s) to share them!
43ସଭା ସମାପ୍ତ ହେଲା ଉତ୍ତାରେ ଯିହୂଦୀ ଓ ଯିହୂଦୀମତାବଲମ୍ବୀ ଅଣଯିହୂଦୀମାନଙ୍କ ମଧ୍ୟରୁ ଅନେକେ ପାଉଲ ଓ ବର୍ଣ୍ଣବ୍ବାଙ୍କ ପଛେ ପଛେ ଗଲେ; ସେମାନେ ସେମାନଙ୍କ ସହିତ କଥାବାର୍ତ୍ତା କରି ଈଶ୍ୱରଙ୍କ ଅନୁଗ୍ରହରେ ସ୍ଥିର ହୋଇ ରହିବାକୁ ସେମାନଙ୍କୁ ପ୍ରବର୍ତ୍ତାଇଲେ ।
44ପୁଣି, ପରବର୍ତ୍ତୀ ବିଶ୍ରାମବାରରେ ପ୍ରାୟ ସମସ୍ତ ନଗରବାସୀ ଈଶ୍ୱରଙ୍କ ବାକ୍ୟ ଶୁଣିବା ନିମନ୍ତେ ଏକତ୍ରିତ ହେଲେ ।

Read ପ୍ରେରିତ 13ପ୍ରେରିତ 13
Compare ପ୍ରେରିତ 13:43-44ପ୍ରେରିତ 13:43-44