Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 13

ପ୍ରେରିତ 13:5-6

Help us?
Click on verse(s) to share them!
5ସେମାନେ ସାଲାମିରେ ପହଞ୍ଚିଲା ଉତ୍ତାରେ ଯିହୂଦୀମାନଙ୍କ ସମସ୍ତ ସମାଜଗୃହରେ ଈଶ୍ୱରଙ୍କ ବାକ୍ୟ ପ୍ରଚାର କରିବାକୁ ଲାଗିଲେ; ଆଉ ଯୋହନ ମଧ୍ୟ ପରିଚାରକସ୍ୱରୂପେ ସେମାନଙ୍କ ସହିତ ଥିଲେ ।
6ପୁଣି, ସେମାନେ ସମସ୍ତ ଦ୍ୱୀପ ପରିଭ୍ରମଣ କରି ପାଫକୁ ଆସି ଜଣେ ମାୟାବୀ ଭଣ୍ଡ ଭାବବାଦୀକୁ ଦେଖିଲେ; ସେ ଜଣେ ଯିହୂଦୀ, ଆଉ ତାହାର ନାମ ବର୍ଯୀଶୁ ।

Read ପ୍ରେରିତ 13ପ୍ରେରିତ 13
Compare ପ୍ରେରିତ 13:5-6ପ୍ରେରିତ 13:5-6