Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 13

ପ୍ରେରିତ 13:50-51

Help us?
Click on verse(s) to share them!
50କିନ୍ତୁ ଯିହୂଦୀମତାବଲମ୍ବୀ ଅଣଯିହୂଦୀ ପ୍ରମୁଖ ମହିଳାମାନଙ୍କୁ ଓ ନଗରର ପ୍ରଧାନ ପ୍ରଧାନ ବ୍ୟକ୍ତିଙ୍କୁ ଯିହୂଦୀମାନେ ଉତ୍ତେଜିତ କଲେ, ପୁଣି, ପାଉଲ ଓ ବର୍ଣ୍ଣବ୍ବାଙ୍କ ପ୍ରତି ତାଡ଼ନା ଘଟାଇ ଆପଣାମାନଙ୍କ ସୀମାରୁ ସେମାନଙ୍କୁ ବାହାର କରିଦେଲେ ।
51ସେଥିରେ ସେମାନେ ଆପଣା ଆପଣା ପାଦର ଧୂଳି ସେମାନଙ୍କ ବିରୁଦ୍ଧରେ ଝାଡ଼ିଦେଇ ଇକନୀୟକୁ ଗଲେ,

Read ପ୍ରେରିତ 13ପ୍ରେରିତ 13
Compare ପ୍ରେରିତ 13:50-51ପ୍ରେରିତ 13:50-51