Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 15

ପ୍ରେରିତ 15:1-2

Help us?
Click on verse(s) to share them!
1ଏଥିମଧ୍ୟରେ କେତେକ ଲୋକ ଯିହୂଦା ପ୍ରଦେଶରୁ ଆସି ଭାଇମାନଙ୍କୁ ଏହି ଶିକ୍ଷା ଦେବାକୁ ଲାଗିଲେ, ମୋଶାଙ୍କ ବିଧି ଅନୁସାରେ ତୁମ୍ଭମାନଙ୍କର ସୁନ୍ନତ ନ ହେଲେ ପରିତ୍ରାଣ ପାଇ ପାରିବ ନାହିଁ ।
2ଏଥିରେ ପାଉଲ ଓ ବର୍ଣ୍ଣବ୍ବାଙ୍କର ସେମାନଙ୍କ ସାଙ୍ଗରେ ଅନେକ ବାଗ୍‌ଯୁଦ୍ଧ ଓ ବାଦାନୁବାଦ ହେବାରୁ ଭାଇମାନେ ପାଉଲ, ବର୍ଣ୍ଣବ୍ବା ଓ ଆପଣାମାନଙ୍କ ମଧ୍ୟରୁ ଆଉ କେତେକ ଜଣ ଏହି ପ୍ରଶ୍ନ ଘେନି ଯିରୂଶାଲମସ୍ଥ ପ୍ରେରିତ ଓ ପ୍ରାଚୀନମାନଙ୍କ ନିକଟକୁ ଯାଆନ୍ତୁ ବୋଲି ସ୍ଥିର କଲେ ।

Read ପ୍ରେରିତ 15ପ୍ରେରିତ 15
Compare ପ୍ରେରିତ 15:1-2ପ୍ରେରିତ 15:1-2