Text copied!
Bibles in Odia

ପ୍ରେରିତ 15:1-2 in Odia

Help us?

ପ୍ରେରିତ 15:1-2 in ଓଡିଆ ବାଇବେଲ

1 ଏଥିମଧ୍ୟରେ କେତେକ ଲୋକ ଯିହୂଦା ପ୍ରଦେଶରୁ ଆସି ଭାଇମାନଙ୍କୁ ଏହି ଶିକ୍ଷା ଦେବାକୁ ଲାଗିଲେ, ମୋଶାଙ୍କ ବିଧି ଅନୁସାରେ ତୁମ୍ଭମାନଙ୍କର ସୁନ୍ନତ ନ ହେଲେ ପରିତ୍ରାଣ ପାଇ ପାରିବ ନାହିଁ ।
2 ଏଥିରେ ପାଉଲ ଓ ବର୍ଣ୍ଣବ୍ବାଙ୍କର ସେମାନଙ୍କ ସାଙ୍ଗରେ ଅନେକ ବାଗ୍‌ଯୁଦ୍ଧ ଓ ବାଦାନୁବାଦ ହେବାରୁ ଭାଇମାନେ ପାଉଲ, ବର୍ଣ୍ଣବ୍ବା ଓ ଆପଣାମାନଙ୍କ ମଧ୍ୟରୁ ଆଉ କେତେକ ଜଣ ଏହି ପ୍ରଶ୍ନ ଘେନି ଯିରୂଶାଲମସ୍ଥ ପ୍ରେରିତ ଓ ପ୍ରାଚୀନମାନଙ୍କ ନିକଟକୁ ଯାଆନ୍ତୁ ବୋଲି ସ୍ଥିର କଲେ ।
ପ୍ରେରିତ 15 in ଓଡିଆ ବାଇବେଲ