Text copied!
Bibles in Odia

ପ୍ରେରିତ 15:15-17 in Odia

Help us?

ପ୍ରେରିତ 15:15-17 in ଓଡିଆ ବାଇବେଲ

15 ପୁଣି, ଭାବବାଦୀମାନଙ୍କର ବାକ୍ୟ ଏହା ସହିତ ମିଶୁଅଛି, ଯେପରି ଲେଖା ଅଛି,
16 ଏଥିଉତ୍ତାରେ ଆମ୍ଭେ ବାହୁଡ଼ିଆସି ଦାଉଦର ପତିତ କୁଟୀର ପୁନଃନିର୍ମାଣ କରିବା, ପୁଣି, ତାହାର ଧ୍ୱଂସସ୍ଥାନସବୁ ପୁନଃନିର୍ମାଣ କରି ତାହା ପୁନଃସ୍ଥାପନ କରିବା,
17 ଯେପରି ଅବଶିଷ୍ଟ ଲୋକେ ଓ ଯେ ସମସ୍ତ ଅଣଯିହୂଦୀ ଆମ୍ଭ ନାମରେ ଖ୍ୟାତ, ସେମାନେ ପ୍ରଭୁଙ୍କୁ ଅନ୍ୱେଷଣ କରନ୍ତି, ସର୍ବ ସାଧନକର୍ତ୍ତା ପ୍ରଭୁ ଏହା କହନ୍ତି ।
ପ୍ରେରିତ 15 in ଓଡିଆ ବାଇବେଲ