Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 15

ପ୍ରେରିତ 15:22-23

Help us?
Click on verse(s) to share them!
22ସେତେବେଳେ ପ୍ରେରିତ ଓ ପ୍ରାଚୀନମାନେ ସମସ୍ତ ମଣ୍ଡଳୀ ସହିତ ଆପଣାମାନଙ୍କ ମଧ୍ୟରୁ ଲୋକ, ଅର୍ଥାତ୍ ଭ୍ରାତୃବୃନ୍ଦଙ୍କ ମଧ୍ୟରେ ଅଗ୍ରଗଣ୍ୟ ବର୍ଶବ୍ବା ନାମରେ ଖ୍ୟାତ ଯିହୂଦା ଓ ଶୀଲାଙ୍କୁ ମନୋନୀତ କରି ପାଉଲ ଓ ବର୍ଣ୍ଣବ୍ବାଙ୍କ ସହିତ ଆନ୍ତିୟଖିଆକୁ ପଠାଇବାକୁ ନିଷ୍ପତ୍ତି ନେଲେ,
23ଆଉ, ସେମାନେ ସେମାନଙ୍କ ହାତରେ ଏହା ଲେଖି ପଠାଇଲେ, ଆନ୍ତିୟଖିଆ, ସିରିୟା ଓ କିଲିକିୟାସ୍ଥ ଅଣଯିହୂଦୀ ଭ୍ରାତୃବୃନ୍ଦଙ୍କୁ ପ୍ରେରିତ ଓ ପ୍ରାଚୀନ ଭ୍ରାତୃବୃନ୍ଦଙ୍କର ନମସ୍କାର ।

Read ପ୍ରେରିତ 15ପ୍ରେରିତ 15
Compare ପ୍ରେରିତ 15:22-23ପ୍ରେରିତ 15:22-23