Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 15

ପ୍ରେରିତ 15:32-34

Help us?
Click on verse(s) to share them!
32ପୁଣି, ଯିହୂଦା ଓ ଶୀଲା ନିଜେ ନିଜେ ମଧ୍ୟ ଭାବବାଦୀ ଥିବାରୁ ଅନେକ କଥା ଦ୍ୱାରା ଭାଇମାନଙ୍କୁ ଉତ୍ସାହ ଦେଇ ସେମାନଙ୍କୁ ସୁସ୍ଥିର କଲେ ।
33ଆଉ ସେମାନେ ସେଠାରେ କେତେକ କାଳ ରହିଲା ପରେ ସେମାନଙ୍କୁ ପ୍ରେରଣ କରିଥିବା ଲୋକମାନଙ୍କ ନିକଟକୁ ବାହୁଡ଼ିଯିବାକୁ ଭାଇମାନଙ୍କଠାରୁ ଶାନ୍ତିରେ ବିଦାୟ ନେଲେ,
34(କିନ୍ତୁ ଶୀଲା ସେଠାରେ ରହିବା ଉତ୍ତମ ମନେ କଲେ ।)

Read ପ୍ରେରିତ 15ପ୍ରେରିତ 15
Compare ପ୍ରେରିତ 15:32-34ପ୍ରେରିତ 15:32-34