Text copied!
Bibles in Odia

ପ୍ରେରିତ 15:32-34 in Odia

Help us?

ପ୍ରେରିତ 15:32-34 in ଓଡିଆ ବାଇବେଲ

32 ପୁଣି, ଯିହୂଦା ଓ ଶୀଲା ନିଜେ ନିଜେ ମଧ୍ୟ ଭାବବାଦୀ ଥିବାରୁ ଅନେକ କଥା ଦ୍ୱାରା ଭାଇମାନଙ୍କୁ ଉତ୍ସାହ ଦେଇ ସେମାନଙ୍କୁ ସୁସ୍ଥିର କଲେ ।
33 ଆଉ ସେମାନେ ସେଠାରେ କେତେକ କାଳ ରହିଲା ପରେ ସେମାନଙ୍କୁ ପ୍ରେରଣ କରିଥିବା ଲୋକମାନଙ୍କ ନିକଟକୁ ବାହୁଡ଼ିଯିବାକୁ ଭାଇମାନଙ୍କଠାରୁ ଶାନ୍ତିରେ ବିଦାୟ ନେଲେ,
34 (କିନ୍ତୁ ଶୀଲା ସେଠାରେ ରହିବା ଉତ୍ତମ ମନେ କଲେ ।)
ପ୍ରେରିତ 15 in ଓଡିଆ ବାଇବେଲ