Text copied!
Bibles in Odia

ପ୍ରେରିତ 15:9-11 in Odia

Help us?

ପ୍ରେରିତ 15:9-11 in ଓଡିଆ ବାଇବେଲ

9 ଆଉ ସେ ଆମ୍ଭମାନଙ୍କ ଓ ସେମାନଙ୍କ ମଧ୍ୟରେ କୌଣସି ପ୍ରଭେଦ ନ ରଖି ବିଶ୍ୱାସ ଦ୍ୱାରା ସେମାନଙ୍କର ହୃଦୟ ଶୁଚି କରିଅଛନ୍ତି ।
10 ଏଣୁ ଯେଉଁ ଯୁଆଳି ଆମ୍ଭମାନଙ୍କ ପିତୃପୁରୁଷ ଓ ଆମ୍ଭେମାନେ ବହିବାକୁ ଅକ୍ଷମ ହେଲୁ, ସେହି ଜୁଆଳି ଶିଷ୍ୟମାନଙ୍କ କାନ୍ଧରେ ଦେଇ କାହିଁକି ଆପଣମାନେ ଈଶ୍ୱରଙ୍କ ପରୀକ୍ଷା କରୁଅଛନ୍ତି ?
11 କିନ୍ତୁ ସେମାନେ ଯେପ୍ରକାର, ଆମ୍ଭେମାନେ ମଧ୍ୟ ସେପ୍ରକାର ପ୍ରଭୁ ଯୀଶୁଙ୍କ ଅନୁଗ୍ରହରେ ପରିତ୍ରାଣ ପାଇବୁ ବୋଲି ବିଶ୍ୱାସ କରୁଅଛୁ ।
ପ୍ରେରିତ 15 in ଓଡିଆ ବାଇବେଲ