Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 16

ପ୍ରେରିତ 16:15-16

Help us?
Click on verse(s) to share them!
15ପୁଣି, ସେ ଓ ତାହାଙ୍କର ପରିବାର ବାପ୍ତିଜିତ ହେଲା ଉତ୍ତାରେ ସେ ଆମ୍ଭମାନଙ୍କୁ ବିନତି କରି କହିଲେ, ଆପଣମାନେ ଯଦି ମୋତେ ପ୍ରଭୁଙ୍କ ନିକଟରେ ବିଶ୍ୱସ୍ତ ବୋଲି ବିଚାର କରିଥାଆନ୍ତି, ତେବେ ମୋହର ଗୃହକୁ ଆସି ବାସ କରନ୍ତୁ; ଆଉ ସେ ଆମ୍ଭମାନଙ୍କୁ ବାଧ୍ୟ କଲେ ।
16ଦିନେ ଆମ୍ଭେମାନେ ପ୍ରାର୍ଥନା ସ୍ଥାନକୁ ଯାଉ ଯାଉ ମନ୍ଦ ଆତ୍ମାବିଷ୍ଟ ଜଣେ ଦାସୀ ଆମ୍ଭମାନଙ୍କୁ ଭେଟିଲା, ତାହାର ଭାଗ୍ୟଗଣନା ଦ୍ୱାରା ତାହାର କର୍ତ୍ତାମାନଙ୍କର ବହୁତ ଲାଭ ହେଉଥିଲା ।

Read ପ୍ରେରିତ 16ପ୍ରେରିତ 16
Compare ପ୍ରେରିତ 16:15-16ପ୍ରେରିତ 16:15-16