Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 16

ପ୍ରେରିତ 16:19-21

Help us?
Click on verse(s) to share them!
19କିନ୍ତୁ ତାହାର କର୍ତ୍ତାମାନେ ଆପଣାମାନଙ୍କ ଲାଭର ଆଶା ଚାଲିଗଲା ବୋଲି ଦେଖି ପାଉଲ ଓ ଶୀଲାଙ୍କୁ ଧରି ସେମାନଙ୍କୁ ଛକସ୍ଥାନକୁ ଶାସନକର୍ତ୍ତାମାନଙ୍କ ନିକଟକୁ ଟାଣି ଘେନିଗଲେ ।
20ଆଉ ସେମାନେ ସେମାନଙ୍କ ବିଚାରକର୍ତ୍ତାମାନଙ୍କ ନିକଟକୁ ଆଣି କହିଲେ,ଏହି ଲୋକଗୁଡ଼ାକ ଯିହୂଦୀ,ଏମାନେ ଆମ୍ଭମାନଙ୍କ ନଗରରେ ଗୋଳମାଳ କରୁଅଛନ୍ତି ।
21ଆମ୍ଭ ରୋମୀୟ ଲୋକମାନଙ୍କର ଯେଉଁ ସବୁ ରୀତିନୀତି ଗ୍ରହଣ ବା ପାଳନ କରିବା ବିଧିସଙ୍ଗତ ନୁହେଁ, ତାହା ଏମାନେ ପ୍ରଚାର କରୁଅଛନ୍ତି ।

Read ପ୍ରେରିତ 16ପ୍ରେରିତ 16
Compare ପ୍ରେରିତ 16:19-21ପ୍ରେରିତ 16:19-21