Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 16

ପ୍ରେରିତ 16:23-25

Help us?
Click on verse(s) to share them!
23ସେମାନେ ସେମାନଙ୍କୁ ବହୁତ ପ୍ରହାର କରାଇଲା ଉତ୍ତାରେ କାରାଗାରରେ ନିକ୍ଷେପ କରି ସେମାନଙ୍କୁ ସାବଧାନରେ ରକ୍ଷା କରିବା ନିମନ୍ତେ କାରାରକ୍ଷକଙ୍କୁ ଦୃଢ଼ ଆଜ୍ଞା ଦେଲେ ।
24ସେ ଏହି ପ୍ରକାର ଦୃଢ଼ ଆଜ୍ଞା ପ୍ରାପ୍ତ ହୋଇ ସେମାନଙ୍କୁ ଭିତର କାରାଗାରରେ ନିକ୍ଷେପ କରି ସେମାନଙ୍କ ପାଦରେ ବଡ କାଠଗଣ୍ଡି ବାନ୍ଧିଦେଲେ ।
25କିନ୍ତୁ ପ୍ରାୟ ମଧ୍ୟରାତ୍ରରେ ପାଉଲ ଓ ଶୀଲା ଈଶ୍ୱରଙ୍କ ନିକଟରେ ପ୍ରାର୍ଥନା ଓ ସ୍ତବଗାନ କରୁଥିଲେ, ଆଉ ବନ୍ଦୀମାନେ ଶୁଣୁଥିଲେ ।

Read ପ୍ରେରିତ 16ପ୍ରେରିତ 16
Compare ପ୍ରେରିତ 16:23-25ପ୍ରେରିତ 16:23-25