Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 16

ପ୍ରେରିତ 16:29-32

Help us?
Click on verse(s) to share them!
29ସେଥିରେ ସେ ଦୀପ ଆଣିବାକୁ କହି ଡେଇଁପଡ଼ି ଭୟରେ ଥରି ଥରି ପାଉଲ ଓ ଶୀଲାଙ୍କର ସମ୍ମୁଖରେ ପଡ଼ିଗଲେ,
30ଆଉ ସେମାନଙ୍କୁ ବାହାରକୁ ଆଣି କହିଲେ, ମହାଶୟମାନେ, ପରିତ୍ରାଣ ପାଇବା ନିମନ୍ତେ ମୋତେ କ'ଣ କରିବାକୁ ହେବ ?
31ସେମାନେ କହିଲେ, ପ୍ରଭୁ ଯୀଶୁଙ୍କଠାରେ ବିଶ୍ୱାସ କର, ତାହାହେଲେ ତୁମ୍ଭେ ଏବଂ ତୁମ୍ଭ ସପରିବାର ପରିତ୍ରାଣ ପାଇବ ।
32ପରେ ସେମାନେ ତାହାଙ୍କୁ ଓ ତାହାଙ୍କ ଗୃହରେ ଥିବା ସମସ୍ତଙ୍କୁ ଈଶ୍ୱରଙ୍କ ବାକ୍ୟ କହିଲେ ।

Read ପ୍ରେରିତ 16ପ୍ରେରିତ 16
Compare ପ୍ରେରିତ 16:29-32ପ୍ରେରିତ 16:29-32