Text copied!
Bibles in Odia

ପ୍ରେରିତ 16:29-32 in Odia

Help us?

ପ୍ରେରିତ 16:29-32 in ଓଡିଆ ବାଇବେଲ

29 ସେଥିରେ ସେ ଦୀପ ଆଣିବାକୁ କହି ଡେଇଁପଡ଼ି ଭୟରେ ଥରି ଥରି ପାଉଲ ଓ ଶୀଲାଙ୍କର ସମ୍ମୁଖରେ ପଡ଼ିଗଲେ,
30 ଆଉ ସେମାନଙ୍କୁ ବାହାରକୁ ଆଣି କହିଲେ, ମହାଶୟମାନେ, ପରିତ୍ରାଣ ପାଇବା ନିମନ୍ତେ ମୋତେ କ'ଣ କରିବାକୁ ହେବ ?
31 ସେମାନେ କହିଲେ, ପ୍ରଭୁ ଯୀଶୁଙ୍କଠାରେ ବିଶ୍ୱାସ କର, ତାହାହେଲେ ତୁମ୍ଭେ ଏବଂ ତୁମ୍ଭ ସପରିବାର ପରିତ୍ରାଣ ପାଇବ ।
32 ପରେ ସେମାନେ ତାହାଙ୍କୁ ଓ ତାହାଙ୍କ ଗୃହରେ ଥିବା ସମସ୍ତଙ୍କୁ ଈଶ୍ୱରଙ୍କ ବାକ୍ୟ କହିଲେ ।
ପ୍ରେରିତ 16 in ଓଡିଆ ବାଇବେଲ