Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 16

ପ୍ରେରିତ 16:34-35

Help us?
Click on verse(s) to share them!
34ସେଥିରେ ସେ ସେମାନଙ୍କୁ ଆପଣା ଗୃହକୁ ଘେନିଯାଇ ଖାଦ୍ୟ ପରିବେଷଣ କଲେ, ଆଉ ସମସ୍ତ ପରିବାର ସହିତ ଈଶ୍ୱରଙ୍କଠାରେ ବିଶ୍ୱାସ କରି ଅତ୍ୟନ୍ତ ଆନନ୍ଦିତ ହେଲେ ।
35ସକାଳ ହୁଅନ୍ତେ ବିଚାରକର୍ତ୍ତାମାନେ ପଦାତିକମାନଙ୍କୁ ଏହା କହି ପଠାଇଲେ, ସେହି ଲୋକମାନଙ୍କୁ ଛାଡ଼ିଦିଅ ।

Read ପ୍ରେରିତ 16ପ୍ରେରିତ 16
Compare ପ୍ରେରିତ 16:34-35ପ୍ରେରିତ 16:34-35