Text copied!
Bibles in Odia

ପ୍ରେରିତ 16:34-35 in Odia

Help us?

ପ୍ରେରିତ 16:34-35 in ଓଡିଆ ବାଇବେଲ

34 ସେଥିରେ ସେ ସେମାନଙ୍କୁ ଆପଣା ଗୃହକୁ ଘେନିଯାଇ ଖାଦ୍ୟ ପରିବେଷଣ କଲେ, ଆଉ ସମସ୍ତ ପରିବାର ସହିତ ଈଶ୍ୱରଙ୍କଠାରେ ବିଶ୍ୱାସ କରି ଅତ୍ୟନ୍ତ ଆନନ୍ଦିତ ହେଲେ ।
35 ସକାଳ ହୁଅନ୍ତେ ବିଚାରକର୍ତ୍ତାମାନେ ପଦାତିକମାନଙ୍କୁ ଏହା କହି ପଠାଇଲେ, ସେହି ଲୋକମାନଙ୍କୁ ଛାଡ଼ିଦିଅ ।
ପ୍ରେରିତ 16 in ଓଡିଆ ବାଇବେଲ