Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 16

ପ୍ରେରିତ 16:9-10

Help us?
Click on verse(s) to share them!
9ଆଉ ରାତ୍ରିକାଳରେ ପାଉଲ ଗୋଟିଏ ଦର୍ଶନ ପାଇଲେ, ମାକିଦନିଆର ଜଣେ ଠିଆ ହୋଇ ତାହାଙ୍କୁ ବିନତି କରି କହୁଅଛି, ମାକିଦନିଆକୁ ପାର ହୋଇ ଆସି ଆମ୍ଭମାନଙ୍କର ଉପକାର କର ।
10ସେ ଏହି ଦର୍ଶନ ପାଇଲା ପରେ ଆମ୍ଭେମାନେ ତତ୍‌କ୍ଷଣାତ୍ ମାକିଦନିଆକୁ ଯିବା ପାଇଁ ଚେଷ୍ଟା କଲୁ, କାରଣ ସେମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବାକୁ ଈଶ୍ୱର ଆମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି ବୋଲି ଆମ୍ଭେମାନେ ବୁଝିଲୁ ।

Read ପ୍ରେରିତ 16ପ୍ରେରିତ 16
Compare ପ୍ରେରିତ 16:9-10ପ୍ରେରିତ 16:9-10