Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 17

ପ୍ରେରିତ 17:11-12

Help us?
Click on verse(s) to share them!
11ଥେସଲନୀକୀରେ ଥିବା ଯିହୂଦୀମାନଙ୍କଠାରୁ ଏମାନେ ସୁଶୀଳ ଥିଲେ । ଏମାନେ ପୂର୍ଣ୍ଣ ଆଗ୍ରହରେ ବାକ୍ୟ ଗ୍ରହଣ କଲେ, ପୁଣି, ଏହି ସମସ୍ତ ସତ୍ୟ କି ନା, ତାହା ଜାଣିବା ନିମନ୍ତେ ପ୍ରତିଦିନ ଶାସ୍ତ୍ର ଅନୁସନ୍ଧାନ କରୁଥିଲେ ।
12ତେଣୁ ସେମାନଙ୍କ ମଧ୍ୟରୁ ଅନେକେ ଓ ଗ୍ରୀକ୍‌ମାନଙ୍କ ମଧ୍ୟରୁ ଅନେକ ସମ୍ଭ୍ରାନ୍ତ ମହିଳା ଓ ପୁରୁଷ ମଧ୍ୟ ବିଶ୍ୱାସ କଲେ ।

Read ପ୍ରେରିତ 17ପ୍ରେରିତ 17
Compare ପ୍ରେରିତ 17:11-12ପ୍ରେରିତ 17:11-12