Text copied!
Bibles in Odia

ପ୍ରେରିତ 17:11-12 in Odia

Help us?

ପ୍ରେରିତ 17:11-12 in ଓଡିଆ ବାଇବେଲ

11 ଥେସଲନୀକୀରେ ଥିବା ଯିହୂଦୀମାନଙ୍କଠାରୁ ଏମାନେ ସୁଶୀଳ ଥିଲେ । ଏମାନେ ପୂର୍ଣ୍ଣ ଆଗ୍ରହରେ ବାକ୍ୟ ଗ୍ରହଣ କଲେ, ପୁଣି, ଏହି ସମସ୍ତ ସତ୍ୟ କି ନା, ତାହା ଜାଣିବା ନିମନ୍ତେ ପ୍ରତିଦିନ ଶାସ୍ତ୍ର ଅନୁସନ୍ଧାନ କରୁଥିଲେ ।
12 ତେଣୁ ସେମାନଙ୍କ ମଧ୍ୟରୁ ଅନେକେ ଓ ଗ୍ରୀକ୍‌ମାନଙ୍କ ମଧ୍ୟରୁ ଅନେକ ସମ୍ଭ୍ରାନ୍ତ ମହିଳା ଓ ପୁରୁଷ ମଧ୍ୟ ବିଶ୍ୱାସ କଲେ ।
ପ୍ରେରିତ 17 in ଓଡିଆ ବାଇବେଲ