Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 17

ପ୍ରେରିତ 17:13-14

Help us?
Click on verse(s) to share them!
13କିନ୍ତୁ ଯେତେବେଳେ ଥେସଲନୀକୀୟ ଯିହୂଦୀମାନେ ଜାଣିଲେ ଯେ, ଈଶ୍ୱରଙ୍କ ବାକ୍ୟ ପାଉଲଙ୍କ ଦ୍ୱାରା ବେରୟାରେ ସୁଦ୍ଧା ପ୍ରଚାରିତ ହେଉଅଛି, ସେତେବେଳେ ସେମାନେ ସେ ସ୍ଥାନକୁ ମଧ୍ୟ ଆସି ଲୋକସମୂହଙ୍କୁ ଉତ୍ତେଜିତ ଓ ବିଚଳିତ କଲେ ।
14ସେଥିରେ ଭାଇମାନେ ଅବିଳମ୍ବରେ ପାଉଲଙ୍କୁ ସମୁଦ୍ର ଆଡ଼କୁ ଯିବା ପାଇଁ ପଠାଇଦେଲେ, ଆଉ ଶୀଲା ଓ ତୀମଥି ସେହି ସ୍ଥାନରେ ରହିଲେ ।

Read ପ୍ରେରିତ 17ପ୍ରେରିତ 17
Compare ପ୍ରେରିତ 17:13-14ପ୍ରେରିତ 17:13-14