Text copied!
Bibles in Odia

ପ୍ରେରିତ 17:13-14 in Odia

Help us?

ପ୍ରେରିତ 17:13-14 in ଓଡିଆ ବାଇବେଲ

13 କିନ୍ତୁ ଯେତେବେଳେ ଥେସଲନୀକୀୟ ଯିହୂଦୀମାନେ ଜାଣିଲେ ଯେ, ଈଶ୍ୱରଙ୍କ ବାକ୍ୟ ପାଉଲଙ୍କ ଦ୍ୱାରା ବେରୟାରେ ସୁଦ୍ଧା ପ୍ରଚାରିତ ହେଉଅଛି, ସେତେବେଳେ ସେମାନେ ସେ ସ୍ଥାନକୁ ମଧ୍ୟ ଆସି ଲୋକସମୂହଙ୍କୁ ଉତ୍ତେଜିତ ଓ ବିଚଳିତ କଲେ ।
14 ସେଥିରେ ଭାଇମାନେ ଅବିଳମ୍ବରେ ପାଉଲଙ୍କୁ ସମୁଦ୍ର ଆଡ଼କୁ ଯିବା ପାଇଁ ପଠାଇଦେଲେ, ଆଉ ଶୀଲା ଓ ତୀମଥି ସେହି ସ୍ଥାନରେ ରହିଲେ ।
ପ୍ରେରିତ 17 in ଓଡିଆ ବାଇବେଲ