Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 17

ପ୍ରେରିତ 17:30-31

Help us?
Click on verse(s) to share them!
30ଈଶ୍ୱର ସେହି ଅଜ୍ଞାନତାର କାଳ ଉପେକ୍ଷା କରିଅଛନ୍ତି ସତ୍ୟ, କିନ୍ତୁ ଏବେ ସେ ସର୍ବତ୍ର ସମସ୍ତ ମନୁଷ୍ୟଙ୍କୁ ମନ ପରିବର୍ତ୍ତନ କରିବା ନିମନ୍ତେ ଜଣାନ୍ତି;
31କାରଣ ଯେଉଁ ଦିନ ସେ ଆପଣା ନିରୂପିତ ବ୍ୟକ୍ତିଙ୍କ ଦ୍ୱାରା ଧାର୍ମିକତାରେ ଜଗତର ବିଚାର କରିବେ, ଏହିପରି ଗୋଟିଏ ଦିନ ସ୍ଥିର କରିଅଛନ୍ତି, ଆଉ ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉତ୍ଥାପନ କରି ଏବିଷୟରେ ସମସ୍ତଙ୍କ ନିକଟରେ ପ୍ରମାଣ ଦେଇଅଛନ୍ତି ।

Read ପ୍ରେରିତ 17ପ୍ରେରିତ 17
Compare ପ୍ରେରିତ 17:30-31ପ୍ରେରିତ 17:30-31