Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 18

ପ୍ରେରିତ 18:1-3

Help us?
Click on verse(s) to share them!
1ଏହି ସମସ୍ତ ଘଟଣା ପରେ ପାଉଲ ଆଥିନୀରୁ ପ୍ରସ୍ଥାନ କରି କରିନ୍ଥକୁ ଆସିଲେ ।
2ଆଉ, ସେ ଆକ୍ୱିଲା ନାମକ ଜଣେ ଯିହୂଦୀଙ୍କ ଦେଖାପାଇଲେ, ପନ୍ତ ତାହାଙ୍କ ଜନ୍ମସ୍ଥାନ; ସେ ଅଳ୍ପ ଦିନ ହେଲା ଆପଣା ସ୍ତ୍ରୀ ପ୍ରୀସ୍କିଲ୍ଲା ସହିତ ଇତାଲିଆରୁ ଆସିଥିଲେ, କାରଣ କ୍ଲାଉଦିଅ ସମସ୍ତ ଯିହୂଦୀଙ୍କୁ ରୋମରୁ ବାହାରିଯିବାକୁ ଆଜ୍ଞା ଦେଇଥିଲେ । ସେ ସେମାନଙ୍କ ସହିତ ସାକ୍ଷାତ୍ କରିବାକୁ ଗଲେ,
3ପୁଣି, ସମବ୍ୟବସାୟୀ ଥିବାରୁ ସେମାନଙ୍କ ସହିତ ବାସ କଲେ, ଆଉ ସେମାନେ କର୍ମ କରିବାକୁ ଲାଗିଲେ, କାରଣ ବ୍ୟବସାୟରେ ସେମାନେ ତମ୍ୱୁ ନିର୍ମାଣକାରୀ ଥିଲେ ।

Read ପ୍ରେରିତ 18ପ୍ରେରିତ 18
Compare ପ୍ରେରିତ 18:1-3ପ୍ରେରିତ 18:1-3