Text copied!
Bibles in Odia

ପ୍ରେରିତ 18:16-19 in Odia

Help us?

ପ୍ରେରିତ 18:16-19 in ଓଡିଆ ବାଇବେଲ

16 ପୁଣି, ସେ ସେମାନଙ୍କୁ ବିଚାରାସନ ସମ୍ମୁଖରୁ ତଡ଼ିଦେଲେ ।
17 ସେଥିରେ ସମସ୍ତେ ସମାଜଗୃହର ଅଧ୍ୟକ୍ଷ ସୋସ୍ଥୋନାଙ୍କୁ ଧରି ବିଚାରାସନ ସମ୍ମୁଖରେ ପ୍ରହାର କରିବାକୁ ଲାଗିଲେ; କିନ୍ତୁ ଗାଲ୍ଲିୟୋନ୍ ସେହି ସମସ୍ତ ବିଷୟରେ ଦୃଷ୍ଟି କଲେ ନାହିଁ ।
18 ଏହା ଉତ୍ତାରେ ପାଉଲ ଅନେକ ଦିନ ପର୍ଯ୍ୟନ୍ତ ସେହି ସ୍ଥାନରେ ରହି ଭାଇମାନଙ୍କ ନିକଟରୁ ବିଦାୟ ଘେନି ଜାହାଜରେ ଚଢ଼ି ସିରିୟାକୁ ଯାତ୍ରା କଲେ । ପ୍ରୀସ୍କିଲ୍ଲା ଓ ଆକ୍ୱିଲା ତାଙ୍କ ସାଙ୍ଗରେ ଗଲେ; ତାଙ୍କର ଗୋଟିଏ ମାନତ ଥିବାରୁ ସେ କେଙ୍କ୍ରେୟାରେ ଆପଣା ମସ୍ତକ ମୁଣ୍ଡନ କରାଇଲେ ।
19 ପରେ ସେମାନେ ଏଫିସକୁ ଆସିଲେ, ପୁଣି, ସେ ସେ ସ୍ଥାନରେ ସେମାନଙ୍କୁ ଛାଡ଼ି ନିଜେ ସମାଜଗୃହରେ ପ୍ରବେଶ କରି ଯିହୂଦୀମାନଙ୍କୁ ଉପଦେଶ ଦେଲେ ।
ପ୍ରେରିତ 18 in ଓଡିଆ ବାଇବେଲ