Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 18

ପ୍ରେରିତ 18:22-24

Help us?
Click on verse(s) to share them!
22କାଇସରିୟାରେ ପହଞ୍ଚି ସେ ଜାହାଜରୁ ଓହ୍ଲାଇଲେ, ଆଉ ଯାଇ ମଣ୍ଡଳୀକୁ ନମସ୍କାର କରି ଆନ୍ତିୟଖିଆକୁ ଚାଲିଗଲେ ।
23ସେ ସ୍ଥାନରେ କେତେକ ସମୟ ରହିଲା ପରେ ସେ ପ୍ରସ୍ଥାନ କଲେ, ପୁଣି, କ୍ରମାନ୍ୱୟେ ଗାଲାତୀୟ ଅଞ୍ଚଳ ଓ ଫ୍ରୁଗିଆ ଦେଇ ଯାତ୍ରା କରୁ କରୁ ଶିଷ୍ୟସମସ୍ତଙ୍କୁ ସୁସ୍ଥିର କରୁଥିଲେ ।
24ଇତିମଧ୍ୟରେ ଆପଲ୍ଲ ନାମକ ଜଣେ ଯିହୂଦୀ ଏଫିସକୁ ଆସିଲେ, ତାହାଙ୍କର ଜନ୍ମସ୍ଥାନ ଆଲେକ୍‌ଜାଣ୍ଡ୍ରିଆ; ସେ ସୁବକ୍ତା ଓ ଧର୍ମଶାସ୍ତ୍ରରେ ଶକ୍ତିଶାଳୀ ଥିଲେ ।

Read ପ୍ରେରିତ 18ପ୍ରେରିତ 18
Compare ପ୍ରେରିତ 18:22-24ପ୍ରେରିତ 18:22-24