Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 18

ପ୍ରେରିତ 18:3-4

Help us?
Click on verse(s) to share them!
3ପୁଣି, ସମବ୍ୟବସାୟୀ ଥିବାରୁ ସେମାନଙ୍କ ସହିତ ବାସ କଲେ, ଆଉ ସେମାନେ କର୍ମ କରିବାକୁ ଲାଗିଲେ, କାରଣ ବ୍ୟବସାୟରେ ସେମାନେ ତମ୍ୱୁ ନିର୍ମାଣକାରୀ ଥିଲେ ।
4ପୁଣି, ପ୍ରତି ବିଶ୍ରାମବାରରେ ସେ ସମାଜଗୃହରେ ଉପଦେଶ ଦେଇ ଯିହୂଦୀ ଓ ଗ୍ରୀକ୍ ମାନଙ୍କର ବିଶ୍ୱାସ ଜନ୍ମାଇବାକୁ ଚେଷ୍ଟା କଲେ ।

Read ପ୍ରେରିତ 18ପ୍ରେରିତ 18
Compare ପ୍ରେରିତ 18:3-4ପ୍ରେରିତ 18:3-4