Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 18

ପ୍ରେରିତ 18:6-7

Help us?
Click on verse(s) to share them!
6କିନ୍ତୁ ସେମାନେ ପ୍ରତିରୋଧ ଓ ନିନ୍ଦା କରିବାରୁ ସେ ଆପଣା ବସ୍ତ୍ର ଝାଡ଼ି ସେମାନଙ୍କୁ କହିଲେ, ଆପଣମାନଙ୍କ ରକ୍ତ ଆପଣମାନଙ୍କ ମସ୍ତକ ଉପରେ ବର୍ତ୍ତୁ; ମୁଁ ନିର୍ଦ୍ଦୋଷ; ଏଣିକି ମୁଁ ଅଣଯିହୂଦୀମାନଙ୍କ ନିକଟକୁ ଯିବି ।
7ସେଥିରେ ସେ ସେ ସ୍ଥାନରୁ ପ୍ରସ୍ଥାନ କରି ତୀତସ୍ ଯୂସ୍ତ ନାମକ ଜଣେ ଈଶ୍ୱରଭକ୍ତଙ୍କ ଗୃହକୁ ଗଲେ, ତାହା ସମାଜଗୃହକୁ ଲାଗିଥିଲା ।

Read ପ୍ରେରିତ 18ପ୍ରେରିତ 18
Compare ପ୍ରେରିତ 18:6-7ପ୍ରେରିତ 18:6-7