Text copied!
Bibles in Odia

ପ୍ରେରିତ 18:6-7 in Odia

Help us?

ପ୍ରେରିତ 18:6-7 in ଓଡିଆ ବାଇବେଲ

6 କିନ୍ତୁ ସେମାନେ ପ୍ରତିରୋଧ ଓ ନିନ୍ଦା କରିବାରୁ ସେ ଆପଣା ବସ୍ତ୍ର ଝାଡ଼ି ସେମାନଙ୍କୁ କହିଲେ, ଆପଣମାନଙ୍କ ରକ୍ତ ଆପଣମାନଙ୍କ ମସ୍ତକ ଉପରେ ବର୍ତ୍ତୁ; ମୁଁ ନିର୍ଦ୍ଦୋଷ; ଏଣିକି ମୁଁ ଅଣଯିହୂଦୀମାନଙ୍କ ନିକଟକୁ ଯିବି ।
7 ସେଥିରେ ସେ ସେ ସ୍ଥାନରୁ ପ୍ରସ୍ଥାନ କରି ତୀତସ୍ ଯୂସ୍ତ ନାମକ ଜଣେ ଈଶ୍ୱରଭକ୍ତଙ୍କ ଗୃହକୁ ଗଲେ, ତାହା ସମାଜଗୃହକୁ ଲାଗିଥିଲା ।
ପ୍ରେରିତ 18 in ଓଡିଆ ବାଇବେଲ